-
Department
HANDLOOM & TEXTILES DEPT: ଶ୍ରୀମନ୍ଦିର ପ୍ରଶାସନକୁ ପଠାଗଲା ୩୮୦ କିଲୋଗ୍ରାମ ବାସୁଙ୍ଗା ପାଟ
ବିଗ୍ରହମାନଙ୍କ ବିଜୟ ଡୋରୀ, ପଇତା, ରାକ୍ଷୀ ପ୍ରସ୍ତୁତିରେ ବ୍ୟବହାର ହୁଏମଲବେରୀ ରେଶମରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ୧୯୮୧ ମସିହାରୁ ସେରିଫେଡ୍ ଯୋଗାଇ ଆସୁଛି…
Read More » -
Odisha
ଖରିଫ ୨୦୨୬ ଓ ଏଲ୍ ନିନୋ ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର କୃଷି ମନ୍ତ୍ରୀ
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଖରିଫ୍ ୨୦୨୬ ପାଇଁ ପ୍ରସ୍ତୁତି ଏବଂ ଏଲ୍ ନିନୋର ପ୍ରଭାବକୁ ମୁକାବିଲା କରିବା ପାଇଁ ରାଜ୍ୟର ରଣନୀତି ସମ୍ପର୍କରେ…
Read More » -
Department
REVENUE: ହରିଦାସପୁର–ବିଜୟନଗରମ୍ ଚତୁର୍ଥ ରେଳପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା
ଭୂମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ପୁନର୍ବାସ ଓ ଥଇଥାନକୁ ସୁନିଶ୍ଚିତ କରିବା ନିମନ୍ତେ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା…
Read More » -
Department
HOME: ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା
ଜୁନ୍ ୨୯ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣିମା ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବକୁ ସୁରକ୍ଷିତ, ଶୃଙ୍ଖଳିତ ପରିବେଶ ମଧ୍ୟରେ ସମ୍ପନ୍ନ…
Read More » -
Odisha
ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ
ଓଡ଼ିଶା ଫୁଡ୍, ଏଗ୍ରି ଆଣ୍ଡ ବାୟୋଟେକ୍ (FAB) ସମ୍ମିଟ ୨୦୨୬କୁ ଉଦଘାଟନ କଲେ ରାଜ୍ୟପାଳ ଯୁବପିଢି କୃଷିକୁ କେବଳ ଏକ ପାରମ୍ପରିକ ବୃତ୍ତି ନ ଭାବି ନବସୃଜନ,…
Read More » -
Odisha
ମୌସୁମୀ ବର୍ଷା ଓ ଏଲ୍ ନିନୋ ଆଶଙ୍କାର ମୁକାବିଲା ପାଇଁ ଖରିଫ୍ ୨୦୨୬ ରଣନୀତି ପ୍ରସ୍ତୁତ କଲା ଓଡ଼ିଶା
ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଚଳିତ ବର୍ଷ ରାଜ୍ୟରେ ସ୍ଵାଭାବିକଠାରୁ କମ୍ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା ଏବଂ ଏଲ୍ ନିନୋ (El Niño) ର ପ୍ରଭାବ…
Read More » -
Department
HANDLOOMS, TEXTILES & HANDICRAFTS DEPT: କଟକ, ବରଗଡ଼ ଓ ଯାଜପୁରରେ ହେବ ୬୬ କୋଟିର ହସ୍ତତନ୍ତ ହବ୍
କଟକ, ବରଗଡ଼ ଏବଂ ଯାଜପୁର ଜିଲ୍ଲାରେ ପ୍ରାୟ ୬୬ କୋଟି ଟଙ୍କା ବିନିଯୋଗରେ ହସ୍ତତନ୍ତ ହବ୍ ଓ ପାର୍କ ପ୍ରତିଷ୍ଠା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
Read More » -
Odisha
ରାଜ୍ୟରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତି ସୁଯୋଗ, ସ୍ଥାନୀୟ ଅର୍ଥନୀତିର ହେବ ଦ୍ରୁତ ବିକାଶ
ଖୋର୍ଦ୍ଧାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନଟ୍ରାଇମେଟ୍ରୋ ଗାର୍ମେଣ୍ଟସ ଓ ଆନାଡ୍ରୋନ୍ ସିଷ୍ଟମ୍ସ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ; କର୍ମଚାରୀଙ୍କ ସହ ସିଧାସଳଖ ଆଲୋଚନାସମୃଦ୍ଧ ଶିଳ୍ପାୟନର ବ୍ଲୁ-ପ୍ରିଣ୍ଟ ଦେଖିଲେ…
Read More » -
Screen Biz
ଦୁଲଦୁଲି କଳା ପରିଷଦ ପକ୍ଷରୁ ବଲାଙ୍ଗୀରରେ ନବମ ଲୋକକଳା ଉତ୍ସବ ଆରମ୍ଭ
୫ ଦିନ ଦୁଲକିବ କୋଶଲ କଳା ମଣ୍ଡଳ୨୪ ତାରିଖ ଯାଏଁ ଚାଲିବ ଉତ୍ସବଲୋକକଳା ଓ ପାରମ୍ପରିକ ନୃତ୍ୟର ପ୍ରଚାର ପ୍ରସାର ଲକ୍ଷ୍ୟ ବଲାଙ୍ଗୀର କୋଶଲ କଳା ମଣ୍ଡଳଠାରେ…
Read More » -
Odisha
ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ: ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ
ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ…
Read More »