-
Department
LABOUR DEPT: ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ମାର୍ଗଦର୍ଶିକା: ଏପ୍ରିଲ ୧ରୁ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୩ଟା କାର୍ଯ୍ୟ ବନ୍ଦ
ଆଗାମୀ ଏପ୍ରିଲ ମାସରେ ରୌଦ୍ରତାପ ବୃଦ୍ଧି ପାଇବାର ଆଶଙ୍କା ରହିଥିବାରୁ ସମ୍ଭାବ୍ୟ ଅଂଶୁଘାତ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଏଣୁ ପ୍ରଚଣ୍ଡ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ…
Read More » -
Odisha
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ନେତୃତ୍ୱରେ ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ
ଖଡ଼ଗପୁର ଠାରେ RECA କୁ ଦୀର୍ଘଦିନରୁ ପଡ଼ି ରହିଥିବା ଜମି ଯୋଗାଇ ଦେବାକୁ ଅନୁରୋଧଖଡ଼ଗପୁରର ନ୍ୟୁ ସେଟେଲମେଣ୍ଟ ଅଞ୍ଚଳରେ ଥିବା ପ୍ରାୟ ୫୯୧୫ ବର୍ଗ ମିଟର ରେଳ…
Read More » -
Odisha
ରାଜ୍ୟସ୍ତରୀୟ ‘ପଖାଳ ପରବ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ୮୫୦ କିଲୋଗ୍ରାମ ଚାଉଳରେ ପ୍ରସ୍ତୁତ ୧୧୭୭ କିଲୋଗ୍ରାମର ପଖାଳପଖାଳ କେବଳ ଆହାର ନୁହେଁ, ବରଂ…
Read More » -
Department
HOME DEPT: ବର୍ଷକ ମଧ୍ୟରେ ୧,୪୪୪ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ
ନିଶାଦ୍ରବ୍ୟ ବିରୋଧରେ ଓଡ଼ିଶା ପୋଲିସର ଐତିହାସିକ ସଫଳତା୧,୩୪୬ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ, ଜବତ ୪୧.୭ କୋଟି ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଓ ୧୦.୧୭ କୋଟି…
Read More » -
Odisha
କଟକ ବଡ଼ ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ
ଘଟଣାସ୍ଥଳକୁ ଯାଇ ବୁଲି ଦେଖିବା ସହ ରୋଗୀଙ୍କ ସମ୍ପର୍କୀୟଙ୍କୁ ସମବେଦନା ଜଣାଇଲେଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ…
Read More » -
Department
LAW DEPT.: ୟୁନିଭରସିଟି ଲ କଲେଜର ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଭ୍ରମଣ
ବାଚସ୍ପତି ସୁରମା ପାଢ଼ୀ ଓ ଉପବାଚସ୍ପତି ଭବାନୀଶଙ୍କର ଭୋଇଙ୍କ ସହ ବିଧାନସଭା ପରିଭ୍ରମଣରେ ଆସିଥିବା ୟୁନିଭରସିଟି ଲ କଲେଜର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଅଛନ୍ତି l
Read More » -
Odisha
ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ (IDCO) ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କରିଛନ୍ତି। ଓଡ଼ିଶା ପୋଲିସ…
Read More » -
Odisha
ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ
ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଓ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ସମ୍ପ୍ରତି ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିରେ…
Read More » -
Department
AGRICULTURE DEPT: ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ଜାରି
ଅର୍ଦ୍ଧାଧିକ ଜିଲ୍ଲାରେ ୯୦ ପ୍ରତିଶତରୁ ଅଧିକ ଧାନ ସଂଗ୍ରହ ଖରିଫ ଋତୁ ୨୦୨୫-୨୬ ପାଇଁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି।…
Read More » -
Department
HOME DEPT: ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’
ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’…
Read More »