Odisha
-
ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ: ନବଗଠିତ ୨୮ ଏନ୍ଏସିକୁ ୫୬୦ କୋଟିର ପ୍ୟାକେଜ୍
ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କର | ଆବଶ୍ୟକ ପଡ଼ିଲେ,…
Read More » -
୮ରେ ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଓଡ଼ିଶାକୁ ଆସିବ ଅଧିକ ପୁଞ୍ଜିନିବେଶ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮-୯ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ଗସ୍ତ କରିବେ। ସେ ବିଦେଶରୁ ପୁଞ୍ଜିନିବେଶ ଆଣିବା ଲାଗି ଉଦ୍ୟମ କରିବେ।…
Read More » -
ଖୁବ୍ ଶୀଘ୍ର ପ୍ରତିଷ୍ଠା ହେବ ନୟାଗଡ଼ ଚିନି କଳ ଏବଂ ଆରମ୍ଭ ହେବ ବୃତଙ୍ଗ ଜଳସେଚନ ପ୍ରକଳ୍ପ
ନୟାଗଡ଼ରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ୧ କୋଟି ୩ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ୫,୧୬୩ କୋଟିରୁ ଅଧିକ ଟଙ୍କା ରାକ୍ଷୀ…
Read More » -
ରାକ୍ଷୀପୂର୍ଣ୍ଣିମାରେ ମିଳିଲା ‘ସୁଭଦ୍ରା’ର ପଞ୍ଚମ କିସ୍ତି
ରାକ୍ଷୀପୂର୍ଣ୍ଣିମା ଅବସରରେ ‘ସୁଭଦ୍ରା’ର ପଞ୍ଚମ କିସ୍ତି ମହିଳାଙ୍କ ଆକାଉଣ୍ଟକୁ ଯାଇଛି | ନୟାଗଡ଼ ଜିଲ୍ଲାର ଲାଠିପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡ଼ିବିଟି ସୁଭଦ୍ରା ହିତାଧିକାରୀଙ୍କୁ ୫ମ…
Read More » -
ଗଞ୍ଜାମର ଗୋଳାବନ୍ଧର ୧୩୭୧ ବିସ୍ଥାପିତଙ୍କ ପାଇଁ ୭୫.୬୦ କୋଟି ଟଙ୍କାର ପ୍ୟାକେଜ୍
ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ…
Read More » -
ନିବେଶ, ଉତ୍ପାଦନ ଓ ରପ୍ତାନିକୁ ଆହୁରି ସୁଦୃଢ଼ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଡେରାସ ସି-ଫୁଡ୍ ପାର୍କ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ମୂଲ୍ୟଯୋଗ, ରପ୍ତାନି ଏବଂ ଶିଳ୍ପର…
Read More » -
ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି ସହାନୁଭୂତି, ସମବେଦନା ଓ ସହୃଦୟତା: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି୧୯ ପାଳି ସୁଦ୍ଧା ୯୫ ପ୍ରତିଶତ ସମାଧାନଜିଲ୍ଲାସ୍ତରରେ ୮୭ ପ୍ରତିଶତ ଅଭିଯୋଗର ସମାଧାନମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଲେ୧୬…
Read More » -
ପ୍ରତିବର୍ଷ ଅଗଷ୍ଟ ଚତୁର୍ଥ ଶନିବାରକୁ ଗରିମା ଦିବସ ଭାବେ ପାଳନ କରାଯିବ: ମୁଖ୍ୟମନ୍ତ୍ରୀ
ସମୃଦ୍ଧ ଓଡ଼ିଶା ପାଇଁ ସ୍ୱଚ୍ଛ ସହର, ସୁରକ୍ଷିତ ପରିବେଶ ଏବଂ ଯେଉଁ ଲୋକମାନେ ଏହି ସ୍ୱଚ୍ଛତାକୁ ନିଶ୍ଚିତ କରୁଛନ୍ତି, ସେମାନଙ୍କ ସୁରକ୍ଷିତ ଜୀବନ ଏକାନ୍ତ ଅପରିହାର୍ଯ୍ୟ ବୋଲି…
Read More » -
ଓଡ଼ିଶାରେ ସ୍ଵଳ୍ପ-କାର୍ବନ ନିର୍ମାଣ ପାଇଁ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ’ ପ୍ରତିଷ୍ଠା ନିମନ୍ତେ ବୁଝାମଣା ପତ୍ର ସ୍ଵାକ୍ଷରିତ
ସ୍ଥାୟୀ ସହରୀକରଣ ଏବଂ ଜଳବାୟୁ-ସହନଶୀଳ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଆଜି ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ…
Read More » -
ସାମୁଦ୍ରିକ ବାଣିଜ୍ୟ ଓ ସୁରକ୍ଷା ହେଉଛି ବ୍ୟାପକ ପ୍ରଗତିର ପ୍ରବେଶ ପଥ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକ ଉଦ୍ଘାଟିତପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଆୟୋଜିତ ହେଲା ଜାତୀୟ ସ୍ତରର ସାମୁଦ୍ରିକ ସୁରକ୍ଷା…
Read More »