Department
-
SCHOOL AND MASS EDUCATION DEPT: ସମସ୍ତ ଶିକ୍ଷାନୁଷ୍ଠାନରେ ‘ବନ୍ଦେ ମାତରମ୍’ ସାମୁହିକ ଗାନ
ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍’ ସାମୁହିକ ଗାନ। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ରାଷ୍ଟ୍ର…
Read More » -
PLANNING & CONVERGENCE DEPT: ପ୍ରତି ମାସ ୧୬ରେ ଜିଲ୍ଲାପାଳମାନଙ୍କ ଭିସିରେ ବୈଠକ
ପ୍ରଶାସନିକ ସ୍ତରରେ ବଡ଼ ସଂସ୍କାର ଲାଗି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି | ଏଣିକି ପ୍ରତି ମାସ ୧୬…
Read More » -
SKILL DEVELOPMENT AND TECHNICAL EDUCATION DEPT: ଜାନୁଆରୀ ୨୭ରୁ ଓଜେଇଇ ଆବେଦନ, ମେ ୧୧ରୁ ୧୭ ଯାଏ ପରୀକ୍ଷା
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ପାଇଁ ଆସନ୍ତା ୨୭ ତାରିଖରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୬ ତାରିଖ ଯାଏ ଆବେଦନ ଚାଲିବ…
Read More » -
TRANSPORT DEPT: ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍
ବସ୍ ଟର୍ମିନାଲ ଓ ବସର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…
Read More » -
ମୁଖ୍ୟ ଶାସନ ସଚିବଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ
ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଶ୍ରୀମତୀ ଅନୁ ଗର୍ଗ ଦାୟିତ୍ୱ ଗ୍ରହଣ ପରେ ଆଜିପ୍ରଥମ ସଚିବସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକରେସମସ୍ତ ବିଭାଗର…
Read More » -
ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,…
Read More » -
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା କାର୍ଯ୍ୟାନ୍ୱୟନ ନିମନ୍ତେ ୧ମ ରାଜ୍ୟ ସ୍ତରୀୟ ବୈଠକ ଅନୁଷ୍ଠିତ
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା(ପିଏମଡିଡିକେଓ୍ୱାଇ)ର କାର୍ଯ୍ୟାନ୍ୱୟନସଂପର୍କରେ ୧ମ ରାଜ୍ୟସ୍ତରୀୟ ବୈଠକ ଗତକାଲି ମଙ୍ଗଳବାର ଲୋକସେବା ଭବନ ସ୍ଥିତସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ…
Read More » -
ବିଶ୍ୱ ବ୍ୟାଙ୍କ ମିଶନ କର୍ତ୍ତୃପକ୍ଷଙ୍କ ସହିତ ଉନ୍ନୟନ କମିଶନରଙ୍କ ବୈଠକ
ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ବିଶ୍ୱବ୍ୟାଙ୍କ ମିଶନ ଟିମ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଓଡିଶା ରାଜ୍ୟ କ୍ଷମତା ଓ…
Read More » -
ସଚିବଙ୍କୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରନୂଆ ବର୍ଷ କ୍ୟାଲେଣ୍ଡର-୨୦୨୬ ପ୍ରଦାନ କଲେପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାରପାଢୀ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କୁ ଲୋକସେବା…
Read More » -
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଦୁଇ ଦିନିଆ ରାଉରକେଲା ଗସ୍ତ
ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ତାଙ୍କର ଦୁଇ ଦିନିଆରାଉରକେଲା ଗସ୍ତ ପରିପ୍ରେକ୍ଷୀରେ ଆଜି…
Read More »