Department
-
TOURISM DEPT: ଓଡ଼ିଶାରେ ଲାଗୁ ହେଲା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬
ଖୁବ୍ଶୀଘ୍ର ଭାରତର ଏକ ବଡ଼ ପର୍ଯ୍ୟଟନ ନିବେଶ କେନ୍ଦ୍ର ହେବାକୁ ଯାଉଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬…
Read More » -
ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟି ବୈଠକ
ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟି କ୍ରୁଟ୍ କାର୍ଯ୍ୟାଳୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଆଧକ୍ଷତାରେ…
Read More » -
SCHOOL AND MASS EDUCATION DEPT: ସମସ୍ତ ଶିକ୍ଷାନୁଷ୍ଠାନରେ ‘ବନ୍ଦେ ମାତରମ୍’ ସାମୁହିକ ଗାନ
ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍’ ସାମୁହିକ ଗାନ। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ରାଷ୍ଟ୍ର…
Read More » -
PLANNING & CONVERGENCE DEPT: ପ୍ରତି ମାସ ୧୬ରେ ଜିଲ୍ଲାପାଳମାନଙ୍କ ଭିସିରେ ବୈଠକ
ପ୍ରଶାସନିକ ସ୍ତରରେ ବଡ଼ ସଂସ୍କାର ଲାଗି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି | ଏଣିକି ପ୍ରତି ମାସ ୧୬…
Read More » -
SKILL DEVELOPMENT AND TECHNICAL EDUCATION DEPT: ଜାନୁଆରୀ ୨୭ରୁ ଓଜେଇଇ ଆବେଦନ, ମେ ୧୧ରୁ ୧୭ ଯାଏ ପରୀକ୍ଷା
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ପାଇଁ ଆସନ୍ତା ୨୭ ତାରିଖରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୬ ତାରିଖ ଯାଏ ଆବେଦନ ଚାଲିବ…
Read More » -
TRANSPORT DEPT: ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍
ବସ୍ ଟର୍ମିନାଲ ଓ ବସର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…
Read More » -
ମୁଖ୍ୟ ଶାସନ ସଚିବଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ
ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଶ୍ରୀମତୀ ଅନୁ ଗର୍ଗ ଦାୟିତ୍ୱ ଗ୍ରହଣ ପରେ ଆଜିପ୍ରଥମ ସଚିବସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକରେସମସ୍ତ ବିଭାଗର…
Read More » -
ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,…
Read More » -
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା କାର୍ଯ୍ୟାନ୍ୱୟନ ନିମନ୍ତେ ୧ମ ରାଜ୍ୟ ସ୍ତରୀୟ ବୈଠକ ଅନୁଷ୍ଠିତ
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା(ପିଏମଡିଡିକେଓ୍ୱାଇ)ର କାର୍ଯ୍ୟାନ୍ୱୟନସଂପର୍କରେ ୧ମ ରାଜ୍ୟସ୍ତରୀୟ ବୈଠକ ଗତକାଲି ମଙ୍ଗଳବାର ଲୋକସେବା ଭବନ ସ୍ଥିତସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ…
Read More » -
ବିଶ୍ୱ ବ୍ୟାଙ୍କ ମିଶନ କର୍ତ୍ତୃପକ୍ଷଙ୍କ ସହିତ ଉନ୍ନୟନ କମିଶନରଙ୍କ ବୈଠକ
ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ବିଶ୍ୱବ୍ୟାଙ୍କ ମିଶନ ଟିମ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଓଡିଶା ରାଜ୍ୟ କ୍ଷମତା ଓ…
Read More »