Department
-
WOMEN & CHILD WELFARE: ୨.୮୮ ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭ କୋଟି ଟଙ୍କା ସୁଧ ଫେରସ୍ତ
ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ ଆୟୋଜିତ୨୪୪ କୋଟିରୁ ଉର୍ଦ୍ଧ ଟଙ୍କାର ଆବର୍ତ୍ତନ, ଗୋଷ୍ଠୀ ବିନିଯୋଗ ଓ ନିରାପତ୍ତା ପାଣ୍ଠି ପ୍ରଦାନ ମିଶନ ଶକ୍ତି ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ…
Read More » -
HANDLOOM & TEXTILES DEPT: ଶ୍ରୀମନ୍ଦିର ପ୍ରଶାସନକୁ ପଠାଗଲା ୩୮୦ କିଲୋଗ୍ରାମ ବାସୁଙ୍ଗା ପାଟ
ବିଗ୍ରହମାନଙ୍କ ବିଜୟ ଡୋରୀ, ପଇତା, ରାକ୍ଷୀ ପ୍ରସ୍ତୁତିରେ ବ୍ୟବହାର ହୁଏମଲବେରୀ ରେଶମରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ୧୯୮୧ ମସିହାରୁ ସେରିଫେଡ୍ ଯୋଗାଇ ଆସୁଛି…
Read More » -
REVENUE: ହରିଦାସପୁର–ବିଜୟନଗରମ୍ ଚତୁର୍ଥ ରେଳପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା
ଭୂମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ପୁନର୍ବାସ ଓ ଥଇଥାନକୁ ସୁନିଶ୍ଚିତ କରିବା ନିମନ୍ତେ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା…
Read More » -
HOME: ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା
ଜୁନ୍ ୨୯ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣିମା ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବକୁ ସୁରକ୍ଷିତ, ଶୃଙ୍ଖଳିତ ପରିବେଶ ମଧ୍ୟରେ ସମ୍ପନ୍ନ…
Read More » -
HANDLOOMS, TEXTILES & HANDICRAFTS DEPT: କଟକ, ବରଗଡ଼ ଓ ଯାଜପୁରରେ ହେବ ୬୬ କୋଟିର ହସ୍ତତନ୍ତ ହବ୍
କଟକ, ବରଗଡ଼ ଏବଂ ଯାଜପୁର ଜିଲ୍ଲାରେ ପ୍ରାୟ ୬୬ କୋଟି ଟଙ୍କା ବିନିଯୋଗରେ ହସ୍ତତନ୍ତ ହବ୍ ଓ ପାର୍କ ପ୍ରତିଷ୍ଠା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
Read More » -
RURAL DEVELOPMENT DEPT: ରାଜ୍ୟରେ ୨୪୦୨ଟି ଗ୍ରାମକୁ ପାଇପ୍ ଜଳ ଯୋଗାଣ ହେଉଛି
ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ପାନୀୟ ଜଳ ସମ୍ବନ୍ଧିତ ବିଭିନ୍ନ ସମସାମୟିକ ବିଷୟ ଉପରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ…
Read More » -
INDUSTRY: ଇପିକଲ୍ କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ
ପୁଞ୍ଜିନିବେଶ ରୂପାୟନ ଉପରେ ଗୁରୁତ୍ୱ ଇଣ୍ଡଷ୍ଟ୍ରିଆଲ୍ ପ୍ରମୋସନ ଆଣ୍ଡ ଇନଭେଷ୍ଟମେଣ୍ଟ କର୍ପୋରେସନ ଅଫ୍ ଓଡ଼ିଶା ଲିମିଟେଡ୍ (IPICOL)ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶିଳ୍ପ, ଦକ୍ଷତା…
Read More » -
COMMERCE & TRANSPORT DEPT: ଆଇଏଏସ୍ (IAS) ଟ୍ରେନିଙ୍କ ସହ ସଡ଼କ ସୁରକ୍ଷା ଆଲୋଚନା
-ପରିବହନ ସେବାରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ ସମ୍ପର୍କରେ ସୂଚନା ପ୍ରଦାନ-ସଡ଼କ ସୁରକ୍ଷା ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ପ୍ରମୁଖ ଶାସନ ସଚିବ, ପରିବହନ…
Read More » -
ENERGY DEPT: କାନାଡ଼ା ହାଇକମିଶନରଙ୍କ ଓଡ଼ିଶା ଉପମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ; ବାଣିଜ୍ୟ, ଖଣିଜ ସମ୍ପଦ ଓ ଦ୍ବିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା
ଭାରତରେ ଅବସ୍ଥାପିତ କାନାଡାର ହାଇକମିଶନର କ୍ରିଷ୍ଟୋଫର କୁଟର ନିଜ ପତ୍ନୀଙ୍କ ସହ ଲୋକସେବା ଭବନଠାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି…
Read More » -
ENERGY DEPT: ପାୱାର ସିଷ୍ଟମ ସିମୁଲେସନ ଲାବୋରେଟୋରୀର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
‘ଓଡ଼ିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ’ (OPTCL) ପକ୍ଷରୁ ଚନ୍ଦକାସ୍ଥିତ ପାୱାର ଟ୍ରେନିଂ ସେଣ୍ଟର (PTC) ଠାରେ ଏକ ଅତ୍ୟାଧୁନିକ ପାୱାର ସିଷ୍ଟମ ସିମୁଲେସନ ଲାବୋରେଟୋରୀ ଉଦଘାଟନ…
Read More »