Department

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିକାଶମୂଳକ ଯୋଜନା ଘୋଷଣା

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ନଭେମ୍ବର ୧୧ରେ ଭୋଟ୍ ଗ୍ରହଣ ହେବାକୁ ଥିବାବେଳେ ରାଜ୍ୟ ରାଜନୀତିରେ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ପ୍ରଥମେ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଏପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଜିଲ୍ଲା ଗସ୍ତ କରି ୧୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଉପନିର୍ବାଚନ ପାଇଁ ବିକାଶ କାର୍ଡ଼ ଖେଳିଛନ୍ତି। ବିଜେଡି ଓ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା ବାକି ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button