
ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେମାନେ କାହିଁକି ବଞ୍ଚିତ ହେଲେ, ରେସନ କାର୍ଡ ଅଛି କି ନାହିଁ, କେୱାଇସି ଅପଡେଟ୍ ହୋଇଛି କି ନାହିଁ ଏଭଳି ଅନେକ ତର୍ଜମା କରାଯିବ
ପୂର୍ବରୁ ଏ ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା
ତିନି ବିଭାଗର ଦେଇଥିବା ରିପୋର୍ଟ ଯାଞ୍ଚ ହେବା ପରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ଯୋଡ଼ାଯିବ