Skip to main content

welcome to business breaking

BusinessBreaking - Responsive Header
Loading date... Loading time...

ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ସ୍ଥିତି ଏବଂ ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତା ପ୍ରଦାନକୁ ସର୍ବାଧିକ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ସମୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ବିଭାଗ ସଚିବ ଡ଼. ଅରବିନ୍ଦ ପାଢ଼ୀ, ସଚିବ ବିଶାଳ ଦେବ, ଏସଆରସି ରାଜେଶ ପ୍ରଭାକର ପାଟିଲ, ଅଗ୍ନିଶମ ଡିଜି ଡ଼. ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ |

editor

Related Articles

Leave a Reply

Your email address will not be published. Required fields are marked *