ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
୬୦ଟି ଓଡ୍ରାଫ୍, ୧୭ଟି NDRF, ୨୨୫ଟି ଅଗ୍ନିଶମ ଦଳ ପ୍ରସ୍ତୁତ ୫ଟି ଜିଲ୍ଲାରେ ୨୮-୨୯ ତାରିଖ ସ୍କୁଲ କଲେଜ ଛୁଟି, ବାକି ଜିଲ୍ଲାରେ ଜିଲ୍ଲାପାଳ ନିଷ୍ପତ୍ତି ନେବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଅଛି, ଏଥର ମଧ୍ୟ ଆମ ଜିରୋ କାଜୁଆଲ୍ଟି ହାସଲ କରିବୁ-ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଅଛି, ଏଥର ମଧ୍ୟ ଆମ ଜିରୋ କାଜୁଆଲ୍ଟି ହାସଲ କରିବୁ | ଆଜି ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ […]
Read More