WATER RESOURCES: ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀସ୍ତରୀୟ ସମୀକ୍ଷା ବୈଠକ
ଜଳ ସମ୍ପଦ କ୍ଷେତ୍ରରେ ଚାଲୁଥିବା ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ବଜେଟର ଫଳପ୍ରଦ ବିନିଯୋଗ ଓ ପ୍ରକଳ୍ପଗୁଡ଼ିକର ସମୟବଦ୍ଧ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ ଦେଇ ଜଳ ସମ୍ପଦ ବିଭାଗର ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟାନ୍ୱୟନରେ ଥିବା, ଟେଣ୍ଡର ପ୍ରକ୍ରିୟା ସମାପ୍ତ ହୋଇଥିବା ଏବଂ ପ୍ରସ୍ତାବିତ କାର୍ଯ୍ୟ ସମେତ ପୁଞ୍ଜି ବ୍ୟୟ, ପ୍ରମୁଖ ଜଳସେଚନ, ନିଷ୍କାସନ, ଡ୍ୟାମ୍, ବ୍ୟାରେଜ୍ ଓ […]
Read More