SPORTS: ଖେଳୁଆଡ ମନୋଭାବ ଏବଂ ଭାଇଚାରା ହିଁ ସୁସ୍ଥ ସମାଜର ମୂଳଦୁଆ: ମୁଖ୍ୟମନ୍ତ୍ରୀ
୧୬ତମ ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ-୨୦୨୬ ମିଡିଆ ୧୧ ଟିମ୍ ଚମ୍ପିୟାନ, ଅଫିସର୍ସ ୧୧ ଟିମ୍ ରନର୍ସ ଅପ୍ ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ | ଏହା ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍ଭାବନା ଅସିଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ୧୬ତମ ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ- ୨୦୨୬ ରେ ଯୋଗଦେଇ କହିଛନ୍ତି। ଆଜି କଳିଙ୍ଗ ଷ୍ଟାଡିଅମ ଠାରେ […]
Read More