HOME: ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ
୧୦୯ NBW କାର୍ଯ୍ୟକାରୀ, ୧୪୮ ଅବକାରୀ ମାମଲା ଓ ୧୫ NDPS ମାମଲା ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ, କମିଶନରେଟ୍ ପୋଲିସ, ରେଳବାଇ ପୋଲିସ ଓ ଅନ୍ୟାନ୍ୟ ପୋଲିସ ୟୁନିଟ୍ଗୁଡ଼ିକର ମିଳିତ ସମନ୍ୱୟରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ‘ଦମନ’ କୁ ଅଧିକ ଜୋରଦାର କରାଯାଇଛି। ୨୧ ସେପ୍ଟେମ୍ବରରୁ ରାଜ୍ୟବ୍ୟାପୀ ଚାଲିଥିବା ଏହି ଅଭିଯାନରେ […]
Read More