Skip to main content

welcome to business breaking

COMMERCE & TRANSPORT: ପବିତ୍ର ରକ୍ଷା ବନ୍ଧନରେ ମହିଳାଙ୍କ ନିମନ୍ତେ ଆମବସ୍ ଯାତ୍ରା ଦେୟମୁକ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ତ୍ଵାବଧାନରେ ପବିତ୍ର ରକ୍ଷା ବନ୍ଧନ…

LAW: ଶ୍ରୀମନ୍ଦିରରେ ୫ଟି ଧାଡିରେ ଦର୍ଶନ କରିବେ ଶ୍ରଦ୍ଧାଳୁ

ଖୁବଶୀଘ୍ର ପ୍ରସ୍ତୁତ ହେବ ପାଇଲଟ ମଡେଲ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିର ପ୍ରତି ସାରା ବିଶ୍ୱବାସୀଙ୍କ ଅହେତୁକ ଭକ୍ତି ଓ ଆଗ୍ରହ ରହିଛି I ତେଣୁ…

ଆମ ଶାସନ ବ୍ୟବସ୍ଥାର ମୂଳନୀତି ହେଉଛି ସହାନୁଭୂତି, ସମବେଦନା ଓ ସହୃଦୟତା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି୧୯ ପାଳି ସୁଦ୍ଧା ୯୫ ପ୍ରତିଶତ ସମାଧାନଜିଲ୍ଲାସ୍ତରରେ ୮୭ ପ୍ରତିଶତ ଅଭିଯୋଗର ସମାଧାନମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଲେ୧୬…

WATER RESOURCES: ବ୍ୟବହୃତ ଜଳ ପରିଚାଳନା ଉପରେ ବୈଷୟିକ ସମ୍ମିଳନୀ

ଓଡ଼ିଶା ଅର୍ବାନ କନକ୍ଲେଭ୍ ୨୦୨୬ ଅଂଶବିଶେଷ ଭାବେ ବ୍ୟବହୃତ ଜଳ ପରିଚାଳନା ଉପରେ ଆୟୋଜିତ ବୈଷୟିକ ସମ୍ମିଳନୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ପ୍ରତିବର୍ଷ ଅଗଷ୍ଟ ଚତୁର୍ଥ ଶନିବାରକୁ ଗରିମା ଦିବସ ଭାବେ ପାଳନ କରାଯିବ: ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡ଼ିଶା ପାଇଁ ସ୍ୱଚ୍ଛ ସହର, ସୁରକ୍ଷିତ ପରିବେଶ ଏବଂ ଯେଉଁ ଲୋକମାନେ ଏହି ସ୍ୱଚ୍ଛତାକୁ ନିଶ୍ଚିତ କରୁଛନ୍ତି, ସେମାନଙ୍କ ସୁରକ୍ଷିତ ଜୀବନ ଏକାନ୍ତ ଅପରିହାର୍ଯ୍ୟ ବୋଲି…

GA: ସେବାରେ ବିଳମ୍ବ ହେଲେ ବାବୁଙ୍କ ଦରମା କଟିବ

ସାଧାରଣ ପ୍ରଶାସନ ବିଭାଗର ନୂଆ ମାର୍ଗଦର୍ଶିକା ସାଧାରଣ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ | ଆଉ ଖସିପାରିବେନି ସରକାରୀ ବାବୁ…

HOME: ଥାନାକୁ ଆସୁଥିବା ପ୍ରତ୍ୟେକ ନାଗରିକଙ୍କୁ ଧୈର୍ଯ୍ୟର ସହ ଶୁଣ ଓ ସମ୍ମାନଜନକ ବ୍ୟବହାର କର

ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

COMMERCE & TRANSPORT ଇଭି ଓ ଇଥାନଲ୍‌ ଚାଳିତ ଗାଡ଼ିକୁ ପରମିଟ୍ ଫି’ ଛାଡ଼

ରାଜ୍ୟରେ ଇ-ଯାନକୁ ଅଧିକ ପ୍ରୋତ୍ସାହିତ କରିବା, ଇଥାନଲ୍ ଓ ମେଥାନଲ୍‌ ଇନ୍ଧନ ଚାଳିତ ଗାଡ଼ି ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବାକୁ ରାଜ୍ୟ ସରକାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି…

ଏସ୍‌ସିବିରେ ନିର୍ମାଣ ହେବ ଆଉ ଏକ ମେଡିସିନ୍‌ ବ୍ଲକ୍‌: ୨୦୨୭ ଜୁନ୍‌ରେ ସରିବ କ୍ଲିନିକାଲ୍‌ ବ୍ଲକ୍‌ କାମ

ବହୁତଳ କାର ପାର୍କିଂ ନିର୍ମାଣ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ନିର୍ଦ୍ଦେଶତାଳଦଣ୍ଡା କେନାଲ ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ହେବ ଆଧୁନିକ ସୌନ୍ଦର୍ଯ୍ୟକରଣ କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ…

ELECTRONICS & INFORMATION TECHNOLOGY ଓଡ଼ିଶାର ସେମିକଣ୍ଡକ୍ଟର ଓ ପ୍ରଯୁକ୍ତି ଭିତ୍ତିଭୂମି ବିକାଶ ପାଇଁ ନୂଆ ଦିଗଓଡ଼ିଶାର ଟେକ୍ ଭିତ୍ତିଭୂମି ନିର୍ମାଣ ପାଇଁ ଧୋଲେରା, ଟାଟା ଇଲେକ୍ଟ୍ରୋନିକ୍ସ ସେମିକଣ୍ଡକ୍ଟର ଫ୍ୟାବ୍ ପରିଦର୍ଶନ କଲେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ

ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି ଓ ଶିଳ୍ପ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ସହ ସେମିକଣ୍ଡକ୍ଟର ଶିଳ୍ପ ପାଇଁ ଏକ ଦୃଢ଼ ପରିବେଶ ଗଠନ ଲକ୍ଷ୍ୟରେ ଇଲେକ୍ଟ୍ରୋନିକ୍ସ ଓ…