Skip to main content

welcome to business breaking

WATER RESOURCES: ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀସ୍ତରୀୟ ସମୀକ୍ଷା ବୈଠକ

ଜଳ ସମ୍ପଦ କ୍ଷେତ୍ରରେ ଚାଲୁଥିବା ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ବଜେଟର ଫଳପ୍ରଦ ବିନିଯୋଗ ଓ ପ୍ରକଳ୍ପଗୁଡ଼ିକର ସମୟବଦ୍ଧ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ ଦେଇ ଜଳ…

W & CD: ସୁଭଦ୍ରା ୫ମ କିସ୍ତି ପୂର୍ବରୁ ଜୁଲାଇ ୨୫ ସୁଦ୍ଧା ସରିବ ସମସ୍ତ ଆବେଦନର ଯାଞ୍ଚ ଓ ବ୍ୟାଙ୍କ ଲିଙ୍କ୍ ପ୍ରକ୍ରିୟା

ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ୫ମ କିସ୍ତି ବିତରଣକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଆଜି ଲୋକସେବା ଭବନଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…

ଓଡ଼ିଶାରେ ସ୍ଵଳ୍ପ-କାର୍ବନ ନିର୍ମାଣ ପାଇଁ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ’ ପ୍ରତିଷ୍ଠା ନିମନ୍ତେ ବୁଝାମଣା ପତ୍ର ସ୍ଵାକ୍ଷରିତ

ସ୍ଥାୟୀ ସହରୀକରଣ ଏବଂ ଜଳବାୟୁ-ସହନଶୀଳ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଆଜି ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ସାମୁଦ୍ରିକ ବାଣିଜ୍ୟ ଓ ସୁରକ୍ଷା ହେଉଛି ବ୍ୟାପକ ପ୍ରଗତିର ପ୍ରବେଶ ପଥ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକ ଉଦ୍‌ଘାଟିତପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଆୟୋଜିତ ହେଲା ଜାତୀୟ ସ୍ତରର ସାମୁଦ୍ରିକ ସୁରକ୍ଷା…

WOMEN & CHILD WELFARE: ୨.୮୮ ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭ କୋଟି ଟଙ୍କା ସୁଧ ଫେରସ୍ତ

ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ ଆୟୋଜିତ୨୪୪ କୋଟିରୁ ଉର୍ଦ୍ଧ ଟଙ୍କାର ଆବର୍ତ୍ତନ, ଗୋଷ୍ଠୀ ବିନିଯୋଗ ଓ ନିରାପତ୍ତା ପାଣ୍ଠି ପ୍ରଦାନ ମିଶନ ଶକ୍ତି ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ…

HANDLOOM & TEXTILES DEPT: ଶ୍ରୀମନ୍ଦିର ପ୍ରଶାସନକୁ ପଠାଗଲା ୩୮୦ କିଲୋଗ୍ରାମ ବାସୁଙ୍ଗା ପାଟ

ବିଗ୍ରହମାନଙ୍କ ବିଜୟ ଡୋରୀ, ପଇତା, ରାକ୍ଷୀ ପ୍ରସ୍ତୁତିରେ ବ୍ୟବହାର ହୁଏମଲବେରୀ ରେଶମରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ୧୯୮୧ ମସିହାରୁ ସେରିଫେଡ୍ ଯୋଗାଇ ଆସୁଛି…

ଖରିଫ ୨୦୨୬ ଓ ଏଲ୍ ନିନୋ ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର କୃଷି ମନ୍ତ୍ରୀ

କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଖରିଫ୍ ୨୦୨୬ ପାଇଁ ପ୍ରସ୍ତୁତି ଏବଂ ଏଲ୍ ନିନୋର ପ୍ରଭାବକୁ ମୁକାବିଲା କରିବା ପାଇଁ ରାଜ୍ୟର ରଣନୀତି ସମ୍ପର୍କରେ…

REVENUE: ହରିଦାସପୁର–ବିଜୟନଗରମ୍ ଚତୁର୍ଥ ରେଳପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା

ଭୂମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ପୁନର୍ବାସ ଓ ଥଇଥାନକୁ ସୁନିଶ୍ଚିତ କରିବା ନିମନ୍ତେ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା…

ଫ୍ରାନ୍ସରେ ଦୁଇଟି ଇଞ୍ଜିନ୍ ବିଶିଷ୍ଟ ବିମାନ ଦୁର୍ଘଟଣାଗ୍ରସ୍ତ: ୟୁବିସଫ୍ଟ (Ubisoft) ର ସହ-ପ୍ରତିଷ୍ଠାତା କ୍ଲୋଡ୍ ଗିଲମୋଟ୍‌ଙ୍କ ୬୯ ବର୍ଷ ବୟସରେ ମୃତ୍ୟୁ

୧୯୮୬ ମସିହାରେ ଫ୍ରାନ୍ସର ପ୍ରସିଦ୍ଧ ଭିଡିଓ ଗେମ୍ କମ୍ପାନୀ ‘ୟୁବିସଫ୍ଟ’ (Ubisoft) ର ପ୍ରତିଷ୍ଠା କରିଥିବା ପାଞ୍ଚ ଭାଇଙ୍କ ମଧ୍ୟରୁ ଅନ୍ୟତମ ତଥା ଗିଲମୋଟ୍ କର୍ପୋରେସନ୍‌ (Guillemot…

ଇରାନ ଯୁଦ୍ଧର ବଢୁଛି ମୂଲ୍ୟ: ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ମଧ୍ୟରେ ଆମେରିକା ଉପରେ ୧୩୨ ବିଲିୟନ ଡଲାରର ବୋଝ

ଆମେରିକା ଏବଂ ଇରାନ ମଧ୍ୟରେ ଚଳିତ ସପ୍ତାହରେ ଏକ ପ୍ରାଥମିକ ଶାନ୍ତି ଚୁକ୍ତି ହେବା ପୂର୍ବରୁ ଏହି ସଂଘର୍ଷ ପ୍ରାୟ ୧୫ ସପ୍ତାହରୁ ଅଧିକ ସମୟ ଧରି…