Skip to main content

welcome to business breaking

  • September 18, 2026

ELECTRONICS & IT: ସେମିକନ-ଇଣ୍ଡିଆରେ ଓଡ଼ିଶା ପାଭିଲିୟନ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀର ଯଶୋଭୂମିରେ ସେମିକନ-ଇଣ୍ଡିଆ ୨୦୨୬ ଆରମ୍ଭ ହୋଇଛି | ଏହି ସମ୍ମିଳନୀରେ ଓଡ଼ିଶା ସେମିକଣ୍ଡକ୍ଟର ପାଭିଲିୟନର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର…
  • September 18, 2026

ଆଶୀର୍ବାଦର ଦୀପ: ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଜ୍ଜ୍ୱଳିତ ହେଲା ଏକ କୋଟି ଦୀପ

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ…
  • September 15, 2026

HOME DEPT: ରାଜଧାନୀର ବିଭିନ୍ନ ହୋଟେଲ-ମଲ୍‌ରେ ଅଚାନକ ଫାୟାର ସେଫ୍ଟି ଯାଞ୍ଚ

ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଅଚାନକ ଚଢ଼ାଉ କରି ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯାଉଛି। ବିଭିନ୍ନ ହୋଟେଲ, ମଲ୍, ମେଡିକାଲ ଏବଂ ମଲ୍ଟିପ୍ଲେକ୍ସରେ…
  • September 15, 2026

ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ନୂଆଁଖାଇ | ଓଡ଼ିଶାର ଏହି ମହାନ୍ କୃଷିଭିତ୍ତିକ ଗଣପର୍ବର ଶୁଭ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।…
  • September 12, 2026

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଦୁବାଇରେ ରୋଡ୍‌ସୋ, ୪୦୦ ନିବେଶକଙ୍କ ଯୋଗଦାନ

ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତି ୟୁଏଇର ନିବେଶକଙ୍କୁ ଆକୃଷ୍ଟ କରିବାକୁ ଦୁବାଇ ରୋଡ୍‌ସୋର ଆୟୋଜନ କରାଯାଇଛି। ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦…
  • September 10, 2026

ୟୁଏଇରେ ଆଦାନୀ, ଆଇଏଚ୍‌ସି ସହ ଏମ୍‌ଓୟୁ, ୧୪ ପ୍ରକଳ୍ପ, ୨.୧ ଲକ୍ଷ କୋଟି ନିବେଶ ସମ୍ଭାବନା

ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ) ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆବୁଧାବିସ୍ଥିତ ଇଣ୍ଟରନ୍ୟାସନାଲ୍‌ ହୋଲ୍‌ଡିଂ କର୍ପୋରେସନ୍‌ (ଆଇଏଚ୍‌ସି) ମୁଖ୍ୟ କାର୍ଯ୍ୟାଳୟ ପରିଦର୍ଶନ କରି ନିବେଶ…
  • September 8, 2026

LABOUR: ଓଡ଼ିଶାରେ ଶିଳ୍ପ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ‘ସୁରକ୍ଷା ସେତୁ’ ମାର୍ଗଦର୍ଶିକା ଉନ୍ମୋଚିତ

ଓଡ଼ିଶାର ବିଭିନ୍ନ କାରଖାନାରେ ଶିଳ୍ପ ସୁରକ୍ଷାକୁ ସୁଦୃଢ଼ କରିବା ଏବଂ ଦୁର୍ଘଟଣା ନିବାରଣ ସଂସ୍କୃତିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ “ସୁରକ୍ଷା ସେତୁ:…
  • September 8, 2026

ପାଞ୍ଚଦିନିଆ ୟୁଏଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସ (UAE)କୁ ପାଞ୍ଚଦିନିଆ ଗସ୍ତରେ ଯାଇଛନ୍ତି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ…
  • September 8, 2026

HOUSING & URBAN DEVELOPEMENT: ୧୫ ଦିନରେ ଚିହ୍ନଟ ହେବ ସମସ୍ତ ଅସୁରକ୍ଷିତ କୋଠା

ସହରାଞ୍ଚଳରେ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବିପଦପୂର୍ଣ୍ଣ ଓ ଅସୁରକ୍ଷିତ କୋଠାଗୁଡ଼ିକ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଗୃହନିର୍ମାଣ ଓ ନଗର…