- October 17, 2026
- Himansu
ଆଇନ ମନ୍ତ୍ରୀଙ୍କୁ ଲିଙ୍ଗରାଜ ମନ୍ଦିର ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ
ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି । ଜଷ୍ଟିସ୍ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ…
Read More- October 16, 2026
- Himansu
ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ବିମାନ ବନ୍ଦରରେ ବିଦାୟ ସମ୍ବର୍ଦ୍ଧନା
ଓଡ଼ିଶାର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି | ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର,…
Read More- October 16, 2026
- Himansu
ଅନ୍ତ୍ୟୋଦୟ ଯୋଜନାରେ ତିଆରି ହେବ ୨ ଲକ୍ଷ ୯୧ ହଜାର ନୂଆଘର
ରାଜ୍ୟରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨ ଲକ୍ଷ ୯୧ ହଜାର ୬୬୬ ନୂଆଘର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହି ଯୋଜନାର କାର୍ଯ୍ୟକାଳ ୨ ବର୍ଷ ୨୦୨୭ ପରିବର୍ତ୍ତେ ୨୦୨୯ ପର୍ଯ୍ୟନ୍ତ ବୃଦ୍ଧି…
Read More- October 16, 2026
- Himansu
ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଜ୍ୟପାଳ
ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଭୁବନେଶ୍ୱରସ୍ଥିତ ଲୋକଭବନ ପରିସରରେ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଅନ୍ତର୍ଗତ ଚାରୋଟି ବ୍ଲକ୍ରେ ୯୬ଟି ‘ଇ-ଟାଇପ୍’ ଏବଂ ଦୁଇଟି ବ୍ଲକ୍ରେ…
Read More- October 13, 2026
- Himansu
ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଉପକୃତ ହେବେ ୧,୬୦୮ ପରିବାର କ୍ରୀଡ଼ା ଓ ସୁସ୍ଥତା ପାଇଁ ରାଜଧାନୀ ଓ ଆଖପାଖ ଅଞ୍ଚଳରେ ୧୨ଟି ଅତ୍ୟାଧୁନିକ ଖେଳପଡ଼ିଆ ଉତ୍ସର୍ଗୀକୃତ ସମାଜର ପ୍ରତ୍ୟେକ ବର୍ଗଙ୍କୁ ସୁରକ୍ଷା ଓ ସମ୍ମାନର ସହିତ ପକ୍କା ଘର ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିବଦ୍ଧ:…
Read More- October 13, 2026
- Himansu
ପୁରୀର ବିକାଶ ପ୍ରକଳ୍ପ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ବିମାନବନ୍ଦର, ମନ୍ଦିର, ବେଳାଭୂମି ଓ ରାସ୍ତା ଉନ୍ନତିକୁ ଗୁରୁତ୍ୱ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି | ଏହି ସମୀକ୍ଷା ବୈଠକରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ…
Read More- October 12, 2026
- Himansu
ସ୍ଵଚ୍ଛ ଓ ସଠିକ୍ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଏସଆଇଆର ଜରୁରୀ: ମୁଖ୍ୟମନ୍ତ୍ରୀ
ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଏବଂ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ଭୋଟ୍ ଅଧିକାରର ସୁରକ୍ଷା ଉପରେ ନିର୍ଭର କରେ। ସ୍ୱଚ୍ଛ ଏବଂ ସଠିକ୍ ଭୋଟର ତାଲିକା ଏହି ବିଶ୍ୱାସ ପାଇଁ ମୌଳିକ। ଡୁପ୍ଲିକେଟ୍ ଏଣ୍ଟ୍ରି, ପୁରୁଣା ରେକର୍ଡ ଏବଂ…
Read More- October 6, 2026
- admin
HOME: ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗରେ ବିସ୍ତୃତ ସମୀକ୍ଷା କଲେ ଡିଜିପି
ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି। ବୈଠକରେ ଆସନ୍ତା ୧୫ ତାରିଖରେ ହେବାକୁ ଥିବା ଛାତ୍ର ସଂସଦ…
Read More- October 6, 2026
- admin
HIGHER EDUCATION: ଛାତ୍ର ସଂସଦ ନିର୍ବାଚନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି
ଅକ୍ଟୋବର ୭ ରେ ଉଚ୍ଚଶିକ୍ଷାନୁଷ୍ଠାନ ତରଫରୁ ପ୍ରକାଶ ପାଇବ ବିଜ୍ଞପ୍ତି ଅକ୍ଟୋବର ୧୫ ରେ ଭୋଟିଙ୍ଗ୍ ଓ ନିର୍ବାଚନ ଫଳାଫଳ ଘୋଷଣା ହିଂସା ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିବାକୁ ଉଚ୍ଚଶିକ୍ଷା ସଚିବଙ୍କ ନିର୍ଦ୍ଦେଶ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା…
Read More- October 6, 2026
- admin
ପୁନର୍ବିକଶିତ ଅତ୍ୟାଧୁନିକ କଳିଙ୍ଗ ଷ୍ଟୁଡିଓର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ସିନେମା ଐତିହ୍ୟ ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ଶୁଭାରମ୍ଭ ମୌଳିକ କାହାଣୀ, ଲୋକକଥା ଓ ଇତିହାସକୁ ଆଧାର କରି ସିନେମା ନିର୍ମାଣ କରନ୍ତୁ ଯୁବପିଢ଼ି: ମୁଖ୍ୟମନ୍ତ୍ରୀ ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ…
Read More