Skip to main content

welcome to business breaking

  • September 1, 2026

ST & SC DEVELOPMENT: ବୃତ୍ତି ଟଙ୍କା ପାଇଲା ପରେ ନାମଲେଖା ଓ ଟିଉସନ୍ ଫି ଦେବେ ଏସ୍‌ସି-ଏସ୍‌ଟି ଛାତ୍ରଛାତ୍ରୀ

ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ନାମଲେଖା ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ଅନେକ ସମୟରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥା’ନ୍ତି। ଏହି ବର୍ଗର ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ ହେବା…

Read More
  • September 1, 2026

ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ: ନବଗଠିତ ୨୮ ଏନ୍‌ଏସିକୁ ୫୬୦ କୋଟିର ପ୍ୟାକେଜ୍‌

ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନଠାରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କର | ଆବଶ୍ୟକ ପଡ଼ିଲେ, ଅନ୍‌ଲାଇନ୍‌ରେ ସମସ୍ୟାର ସମାଧାନ କର। ଲୋକଙ୍କ ସେବା ସର୍ବୋପରି ବୋଲି ମୁଖ୍ୟମନ୍ତ୍ରୀ ମୋହନ…

Read More
  • September 1, 2026

୮ରେ ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ‌: ଓଡ଼ିଶାକୁ ଆସିବ ଅଧିକ ପୁଞ୍ଜିନିବେଶ

ମୁଖ୍ୟମନ୍ତ୍ରୀ‌ ମୋହନ ଚରଣ ମାଝୀ ଆସନ୍ତା ୮-୯ରେ ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ)ର ଦୁବାଇ ଗସ୍ତ କରିବେ। ସେ ବିଦେଶରୁ ପୁଞ୍ଜିନିବେଶ ଆଣିବା ଲାଗି ଉଦ୍ୟମ କରିବେ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ୨୦୨୪ରେ ସେ ସିଙ୍ଗାପୁର ଗସ୍ତରେ ଯାଇଥିଲେ।…

Read More

ଖୁବ୍ ଶୀଘ୍ର ପ୍ରତିଷ୍ଠା ହେବ ନୟାଗଡ଼ ଚିନି କଳ ଏବଂ ଆରମ୍ଭ ହେବ ବୃତଙ୍ଗ ଜଳସେଚନ ପ୍ରକଳ୍ପ

ନୟାଗଡ଼ରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ୧ କୋଟି ୩ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ୫,୧୬୩ କୋଟିରୁ ଅଧିକ ଟଙ୍କା ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର…

Read More

FOOD SAFETY: ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ

୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ କରାଯାଉଛି…

Read More

LAW: ଶ୍ରୀମନ୍ଦିରରେ ଖୁବଶୀଘ୍ର ଆରମ୍ଭ ହେବ ଧାଡ଼ି ଦର୍ଶନ

ରାଜ୍ୟ ଅତିଥି ଭବନରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରଶାସନର କିଛି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରାଯାଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା…

Read More

ରାକ୍ଷୀପୂର୍ଣ୍ଣିମାରେ ମିଳିଲା ‘ସୁଭଦ୍ରା’ର ପଞ୍ଚମ କିସ୍ତି

ରାକ୍ଷୀପୂର୍ଣ୍ଣିମା ଅବସରରେ ‘ସୁଭଦ୍ରା’ର ପଞ୍ଚମ କିସ୍ତି ମହିଳାଙ୍କ ଆକାଉଣ୍ଟକୁ ଯାଇଛି | ନୟାଗଡ଼ ଜିଲ୍ଲାର ଲାଠିପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡ଼ିବିଟି ସୁଭଦ୍ରା ହିତାଧିକାରୀଙ୍କୁ ୫ମ କିସ୍ତି ପ୍ରେରଣ କରିଛନ୍ତି | ରାଜ୍ୟର ୧.୦୩ କୋଟି ହିତାଧିକାରୀଙ୍କ ଆକାଉଣ୍ଟକୁ ୫୧୬୦…

Read More

ଗଞ୍ଜାମର ଗୋଳାବନ୍ଧର ୧୩୭୧ ବିସ୍ଥାପିତଙ୍କ ପାଇଁ ୭୫.୬୦ କୋଟି ଟଙ୍କାର ପ୍ୟାକେଜ୍‌

ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (ଆର୍‌ଆଣ୍ଡ୍‌ଆର୍‌) ପ୍ୟାକେଜ୍…

Read More

ନିବେଶ, ଉତ୍ପାଦନ ଓ ରପ୍ତାନିକୁ ଆହୁରି ସୁଦୃଢ଼ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଡେରାସ ସି-ଫୁଡ୍ ପାର୍କ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ମୂଲ୍ୟଯୋଗ, ରପ୍ତାନି ଏବଂ ଶିଳ୍ପର ବିକାଶ ସମ୍ପର୍କିତ ବିଭିନ୍ନ ସମସ୍ୟା, ସମାଧାନ ଓ ଆବଶ୍ୟକତା ସମ୍ପର୍କରେ ସେ ରାଜ୍ୟର…

Read More

REVENUE: ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ନିୟମାନୁପାଳନ ସୁନିଶ୍ଚିତ କରିବା ପାଇଁ କଡ଼ା ନଜର ରଖିବା ନିମନ୍ତେ ରାଜସ୍ୱ ବିଭାଗର ନିର୍ଦ୍ଦେଶ

ରାଜ୍ୟରେ ଜମି ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ଦାୟିତ୍ୱସମ୍ପନ୍ନ ଏବଂ ନିୟମ ଅନୁପାଳନ ସୁନିଶ୍ଚିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଆସୁଛନ୍ତି। ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଦକ୍ଷତା ବୃଦ୍ଧି ପାଇଁ ଅନେକ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ମଧ୍ୟ ପ୍ରଚଳନ କରାଯାଇଛି।…

Read More