ENERGY DEPT: କାନାଡ଼ା ହାଇକମିଶନରଙ୍କ ଓଡ଼ିଶା ଉପମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ; ବାଣିଜ୍ୟ, ଖଣିଜ ସମ୍ପଦ ଓ ଦ୍ବିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା
ଭାରତରେ ଅବସ୍ଥାପିତ କାନାଡାର ହାଇକମିଶନର କ୍ରିଷ୍ଟୋଫର କୁଟର ନିଜ ପତ୍ନୀଙ୍କ ସହ ଲୋକସେବା ଭବନଠାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି…