Skip to main content

welcome to business breaking

BusinessBreaking - Responsive Header
Loading date... Loading time...

୧୨ରେ ଦେଶବ୍ୟାପୀ ଧର୍ମଘଟ

ଆନ୍ଦୋଳନକୁ ଓହ୍ଲାଇବେ ୧୦ରୁ ଅଧିକ ଶ୍ରମିକ ଓ ଚାଷୀ ସଂଗଠନ ଗୁରୁବାର ସାରା ଭାରତରେ ଧର୍ମଘଟ | ଅଚଳ ହୋଇଯିବ ସବୁ ଚକ ଅଖ | ବ୍ୟବସାୟ…

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଜରୁରିକାଳୀନ ସ୍ୱାସ୍ଥ୍ୟସେବା ହେଲା ଅଧିକ ସୁଦୃଢ଼ବିମାନ ଯୋଜନାରେ ଏୟାରଷ୍ଟ୍ରିପରେ ମଧ୍ୟ ଆମ୍ବୁଲାନ୍‌ସ ବ୍ୟବସ୍ଥା କରାଯିବ ଆମ୍ବୁଲାନ୍‌ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ…

ସାଂସଦ ଓ ବିଧାୟକଙ୍କୁ ଅସମ୍ମାନ କଲେ ଅଧିକାରୀଙ୍କ ପଦୋନ୍ନତି ବନ୍ଦ

ଜନପ୍ରତିନିଧିଙ୍କୁ ସମ୍ମାନ ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି | ଏଣିକି ସାଂସଦ ଓ ବିଧାୟକଙ୍କୁ ଅସମ୍ମାନ କଲେ ହେବ କାର୍ଯ୍ୟାନୁଷ୍ଠାନ ।…

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଭାରତର ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ ଜାନୁଆରୀ ୨୩ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l…

ଯୋରନ୍ଦାରେ ନିର୍ମାଣ ହେବ ସୁଉଚ୍ଚ ଭବ୍ୟ ମନ୍ଦିର

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମହିମା ମନ୍ଦିରର ଉନ୍ନତିକରଣ ନେଇ ଆଲୋଚନା ବିଶ୍ଵକୁ ମହିମା ଧର୍ମର ବାର୍ତ୍ତା ଦେଉଥିବା ଯୋରନ୍ଦାରେ ଏକ ନୂଆ ସୁଉଚ୍ଚ ଭବ୍ୟ ମନ୍ଦିର…

SSEPD DEPT: ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଓ ଏନଆଇଇପିଆଇଡି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର

ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜାତୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ସଂସ୍ଥା (ଏନଆଇଇପିଆଇଡି) ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ )…

TOURISM DEPT: ଓଡ଼ିଶାରେ ଲାଗୁ ହେଲା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬

ଖୁବ୍‌ଶୀଘ୍ର ଭାରତର ଏକ ବଡ଼ ପର୍ଯ୍ୟଟନ ନିବେଶ କେନ୍ଦ୍ର ହେବାକୁ ଯାଉଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ପର୍ଯ୍ୟଟନ (ସଂଶୋଧିତ) ନୀତି–୨୦୨୬…

ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟି ବୈଠକ

ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟି କ୍ରୁଟ୍ କାର୍ଯ୍ୟାଳୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଆଧକ୍ଷତାରେ…

ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’

ଭୁବନେଶ୍ବରରେ ୧୫ଟି ଚାର୍ଜିଙ୍ଗ ଷ୍ଟେସନ ଉଦ୍‌ଘାଟିତ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା…

ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ବିକଶିତ ଭାରତ ୟଙ୍ଗ୍ ଲିଡର୍ସ ଡାଏଲଗ୍‌ ଆୟୋଜିତ

ଭୁବନେଶ୍ୱର: ଭାରତର ଅନ୍ୟତମ ପ୍ରିମିୟର ମ୍ୟାନେଜମେଂଟ୍ ପ୍ରତିଷ୍ଠାନ ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ପ୍ରୋଜେକ୍ଟ ପଏଂଟ୍ ଓଡ଼ିଶା ସହଯୋଗରେ ‘ବିକଶିତ ଭାରତ ପାଇଁ ଓଡ଼ିଶାରେ ଯୁବବର୍ଗଙ୍କ ସଶକ୍ତୀକରଣ’ ବିଷୟବସ୍ତୁ…